fbpx
Browsing Tag

@BJD @BJP @congress

BIG BREAKING: ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି

ଓଡ଼ିଶା ଭାସ୍କର: ସବୁ ଚର୍ଚ୍ଚା ଓ ଆଲୋଚନାରେ ପଡିଛି ପୂର୍ଣ୍ଣଛେଦ, ଶେଷରେ ବିଜେଡି ଘୋଷଣା କରିଛି ନିଜର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ। ତେବେ ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜୁ ଜନତା ଦଳ। କଟକ-ବାରବାଟୀର…

ପ୍ରଥମ ଦିନ କିଛି କହିଲେନି ହେଲେ ଦ୍ୱିତୀୟ ଦିନ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଖୁବ୍ ବର୍ଷିଲେ

ଓଡ଼ିଶା ଭାସ୍କର: ଗତକାଲି ଝାଡ଼ଖଣ୍ଡରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ଶେଷ କରି ଓଡ଼ିଶାର ବୀରମିତ୍ରପୁରରେ ପ୍ରବେଶ କରିଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହାପରେ ସେ ସାଧାରଣ ସଭାରେ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଥିଲେ।…

ଓଡ଼ିଶା ବଜେଟ ଅଧିବେଶନ: ବାଚସ୍ପତିଙ୍କ ମାଇକ୍ ଭାଙ୍ଗିଲେ ବିଧାୟକ

ଭୁବନେଶ୍ୱର: ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଓ ହୋହାଲ୍ଲା ଦେଖିବାକୁ ମିଳିଛି । ମହାପ୍ରଭୁଙ୍କ ଅର୍ପଣ ରଥ ଉଷୁନା ଚାଉଳ ପ୍ରସଙ୍ଗରେ ବିଜେପି ଓ ବିଜେଡି ସଦସ୍ୟ ଗୃହ ଭିତରେ ହଟ୍ଟଗୋଳ…

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ଓଡିଶା ଭାସ୍କର: ଗତ ଜାନୁଆରି ୧୪ ତାରିଖରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ଭାରତ ଯୋଡୋ ନ୍ୟାୟ ଯାତ୍ରା ନାମରେ ନିଜର ଦ୍ୱିତୀୟ ରାଜନୈତିକ ଯାତ୍ରା ଆରମ୍ଭ କରିଛନ୍ତି । ଏହା ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ…

(Video) ସାଧାରଣ ସଭାରେ ମୋଦୀ: ଜୟ ଜଗନ୍ନାଥରୁ ଆରମ୍ଭ କଲେ ଅଭିଭାଷଣ

ଓଡ଼ିଶା ଭାସ୍କର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଓଓଗର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର…

ଖଡଗେ କିମ୍ବା ରାହୁଲ ଆସିଲେ କିଛି ପ୍ରଭାବ ନାହିଁ, ଫ୍ୟୁଜ ହୋଇଥିବା ବଲ ଜଳିବନି: ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି କଂଗ୍ରେସର ‘ଓଡ଼ିଶା ବଞ୍ଚାଅ’ ସମାବେଶ। ଏଥିରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଯୋଗ ଦେଇଥିଲେ। ତେବେ ଆଜିର କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ…

ଓଡ଼ିଶାରେ କଂଗ୍ରେସର ସ୍ଥିତି କ’ଣ ଓଡ଼ିଶା ଲୋକଙ୍କୁ ପଚାରନ୍ତୁ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଗସ୍ତକୁ ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ସାରା ଦେଶରେ କଂଗ୍ରେସ ଛବି ମଳିନ…

ଦଳୀୟ ଷ୍ଟିକର ମାରିବା ସହ ବିଜେପିକୁ ଭୋଟ ଦେବା ପାଇଁ କାନ୍ଥରେ ଲେଖି ନିବେଦନ କଲେ ଧର୍ମେନ୍ଦ୍ର ପ୍ରଧାନ

ଓଡିଶା ଭାସ୍କର: ୨୦୨୪ ସାଧାରଣ ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛି ଓଡିଶା ବିଜେପି। ଯାହାକୁ ନେଇ ଆଜି ଦଳ ପକ୍ଷରୁ ବୁଥ ଜନ ସମ୍ପର୍କ ଅଭିଯାନ ହୋଇଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ…

ଫେବୃଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ଗତ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୌଣସି କାରଣ ବଶତଃ ଏହି…

“ମାହାଲ ମାଣ୍ଡା” ଆଡମିଟ କାର୍ଡକୁ ନେଇ ପ୍ରଣବ ଓ ଧର୍ମେନ୍ଦ୍ର ମୁହାଁମୁହିଁ

ଭୁବନେଶ୍ୱର(ଓଡିଶା ଭାସ୍କର): ନିକଟରେ ପ୍ରକାଶିତ ହୋଇଥିବା କନିଷ୍ଠ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଜାଲିଆତି ହୋଇଥିବା ବିଜେପି ଅଭିଯୋଗ କରିଛି। ତେବେ ଏହି ପରୀକ୍ଷାରେ ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡକୁ ନେଇ ଅନେକ…