Breaking: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍କ୍ୱାଟର୍ସ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ
ଜୟପୁର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହା ଫଳରେ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛି କୋରାପୁଟ…

