ଶ୍ରୀଜଗନ୍ନାଥ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ: ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ…

