ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କୁ ଗୁଳି କରି ହତ୍ୟା: ଥରିଲାଣି ଟ୍ରମ୍ପଙ୍କ ଛାତି; ଆମେରିକାରେ ରାଷ୍ଟ୍ରୀୟ ଶୋକ,ହ୍ୱାଇଟ୍ ହାଉସରେ ବ୍ୟାପକ…
ୱାଶିଂଟନ: ଗୁରୁବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଏବଂ ଜଣେ ଦକ୍ଷିଣପନ୍ଥୀ କର୍ମୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସେ ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟ…

