ଜାନୁଆରୀ ୨୨ରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ-କଲେଜ ବନ୍ଦ ଘୋଷଣା: ୟୁପି ପରେ ଛତିଶଗଡ଼ ସରକାରଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ । ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ବିଶ୍ୱବ୍ୟାପୀ କରାଇବା ଲକ୍ଷ୍ୟରେ କେନ୍ଦ୍ର…
