Breaking News ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଦର୍ଶନ Abinash Kumar Dhal Sep 10, 2025 ପୁରୀ: ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ହେବ ବନକଲାଗି। ଦ୍ୱିତୀୟ ଭୋଗମଣ୍ଡପରେ ଭୋଗ ଶେଷ ପରେ ହେବ ଗୁପ୍ତନୀତି। ଗୁପ୍ତନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ଣ ୫ଟାରୁ ରାତି ୧୦ ଟା ଯାଏଁ ବନ୍ଦ ରହିବ…