କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଣ୍ଡ ବିହୀନ ଫଟୋ ଦେଖାଇ କହିଲା GAYAB, ପାଲଟା ଜବାବ ଦେଇ ବିଜେପି କହିଲା..
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛି । କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ପୋଷ୍ଟର ସେୟାର…

