ମୋହନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ୧୫ ବିଧାୟକଙ୍କର ଅଛି ସମର୍ଥନ
ଭୁବନେଶ୍ୱର: ସରକାରଙ୍କ ବିରେଶଦରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଅନାସ୍ଥା ପ୍ରସ୍ତାବ ରଖି ବାଚସ୍ପତିଙ୍କୁ ଚିଠି ଦେଲା କଂଗ୍ରେସ ।
୧୫ ବିଧାୟକଙ୍କ ସମର୍ଥନ ଥିବା କଂଗ୍ରେସ ଦାବି କରିଛି ।
ଆଜି ଆରମ୍ଭ…

