Naveen- Grandmaster of Politics: ଅନ୍ତର୍ଜାତୀୟ ସ୍ତରର ପ୍ରସିଦ୍ଧ ପତ୍ରିକା ‘The Week’ କଭରେ ପେଜରେ ସ୍ଥାନ ପାଇଲେ ଅପରାଜେୟ ମହାନାୟକ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦିନେ ନୁହେଁ, ମାସେ ନୁହେଁ, ବର୍ଷେ ନୁହେଁ, ଅଢ଼େଇ ଦଶନ୍ଧି ଅର୍ଥାତ ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାର ମଙ୍ଗ ଧରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନିଷ୍ଠ ପୁତ୍ର ନବୀନ…