UGC ବିବାଦ ଭିତରେ ସାମ୍ନାକୁ ଆସିଲା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୟାନ; କହିଲେ କାହାରି ପ୍ରତି ଭେଦଭାବ…
ନୂଆଦିଲ୍ଲୀ: ନୂତନ UGC ନିୟମାବଳୀକୁ ନେଇ ଦେଶବ୍ୟାପୀ ବିବାଦ ମଧ୍ୟରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ କାହାରି ସହିତ କୌଣସି ପ୍ରକାରର ଭେଦଭାବ କରାଯିବ ନାହିଁ।
ସେ ଆହୁରି ମଧ୍ୟ କହିଛନ୍ତି ଯେ…
