ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ! ନିଜେ ଚାଲିଗଲେ, ହେଲେ ବଞ୍ଚାଇଦେଲେ 25 ଜୀବନ
ମାଲକାନଗିରି: ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ, ହେଲେ ବଞ୍ଚାଇଦେଲେ 25 ଜୀବନ । ହୃଦଘାତର ଶିକାର ହୋଇ ମଧ୍ୟ ଯାତ୍ରୀଙ୍କ ଜୀବନ ରକ୍ଷା କଲେ ବସ ଡ୍ରାଇଭର ।
ବସଟି ବିଜୟନଗରମରୁ ମାଲକାନଗିରି…
