Breaking News ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିରେନ୍ଦ୍ର ସିଂହ ବିଜେପିରୁ ଇସ୍ତଫା ଦେଲେ Manas Pradhan Apr 9, 2024 ନୂଆଦିଲ୍ଲୀ:: ଏପ୍ରିଲ ମାସ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି ।…