ସରକାରଙ୍କ ବଡ଼ ଘୋଷଣା; ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ମାଗଣା ଚାଉଳ
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ମାଗଣା ଚାଉଳ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ୨୦୨୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି ନେଇ…