(Video)ସାମ୍ନାକୁ ଆସିଲା ଅଯୋଧ୍ୟା ରାମ ମନ୍ଦିରର ପ୍ରଥମ ସୁନା କବାଟର ଦୃଶ୍ୟ, ଦେଖନ୍ତୁ
ଓଡିଶା ଭାସ୍କର: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ଅନେକ ଚର୍ଚ୍ଚା ଓ ଆଲୋଚନା ଲାଗି ରହିଛି । ଧୀରେଧୀରେ ମନ୍ଦିର ସମ୍ପର୍କରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ତେବେ ଏହା…
