ସମନ୍ୱିତ କରାଯିବ ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା: ଆସନ୍ତା ସପ୍ତାହରୁ ମିଳିବ କାର୍ଡ
ଭୁବନେଶ୍ୱର: ଓଡ଼ିଶା ସରକାର ଆସନ୍ତା ସପ୍ତାହରେ ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଆରମ୍ଭ କରିବାକୁ ଯାଉଛନ୍ତି। ଏହାକୁ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)…