24ରେ ଆଉ ଏକ ଲଘୁଚାପ; 23ରୁ ପ୍ରବଳ ବର୍ଷିବ, ଆଜି 20 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଆସୁଛି ପୁଣି ଏକ ଲଘୁଚାପ । 24ରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୨ ଜୁଲାଇ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମିଆଁମାର…
