ଶେଖ୍ ହସିନାଙ୍କୁ ଫାଶୀ ଦଣ୍ଡାଦେଶ ଘୋଷଣା ପରେ ସାମ୍ନାକୁ ଆସିଲା ଭାରତର ପ୍ରଥମ ପ୍ରତିକ୍ରିୟା
ନୂଆଦିଲ୍ଲୀ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କୁ ଆନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ ଦ୍ୱାରା ଦିଆଯାଇଥିବା ମୃତ୍ୟୁଦଣ୍ଡ ଉପରେ ଭାରତର ପ୍ରଥମ ପ୍ରତିକ୍ରିୟା ଆସିଛି।
ଭାରତ କହିଛି ଯେ ଏହି ରାୟ…
