Breaking: ‘ଧାମ’ ଶବ୍ଦ ବ୍ୟବହାର କର ନାହିଁ, ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି
ପୁରୀ: ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଗଜପତିଙ୍କ ଚିଠି । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ନେଇ ଗଜପତି ମହାରାଜାଙ୍କ ଚିଠି । ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଏ ନେଇ ଚିଠି ଲେଖିଲେ ଗଜପତି । ଦୀଘା ମନ୍ଦିର ଟ୍ରଷ୍ଟିରେ ଇସ୍କନ…