୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଥିବା ଲସ୍କର ଆତଙ୍କବାଦୀ ଆଜମ ଚୀମାର ମୃତ୍ୟୁ
ନୂଆଦିଲ୍ଲୀ: ପାକିସ୍ତାନରୁ ଆସିଛି ଏକ ବଡ଼ ଖବର । ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଥିବା ଲସ୍କର-ଏ-ତୋଏବା (ଏଲଇଟି)ର ସିନିୟର କମାଣ୍ଡର ଆଜମ ଚୀମାର ମୃତ୍ୟୁ ଘଟିଛି । ପାକିସ୍ତାନର ପଞ୍ଜାବର ଫୈସଲାବାଦରେ ୭୯…
