ବର୍ଷାରେ ଲାଗିବନି ବ୍ରେକ୍; ବଙ୍ଗୋପସାଗରରେ ପୁଣି ସଷ୍ଟି ହେଲା ଲଘୁଚାପ, ଓଡ଼ିଶାରେ ପ୍ରବଳ କାଚିବ, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ବଙ୍ଗୋପସାଗରେ ସଷ୍ଟି ହେଲା ପୁଣି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଯାହା ଫଳରେ ଓଡ଼ିଶାର ବିଭିନ୍ନ…

