ଆଗକୁ ନିର୍ବାଚନ, ୭୫ ଲକ୍ଷ ମହିଳାଙ୍କ ଖାତାକୁ ଆସିଲା ୧୦ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ
ନୂଆଦିଲ୍ଲୀ: ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ। ଏବେ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ…

