ବିଜେପିରେ ମିଶିପାରନ୍ତି ସାଂସଦ ଭର୍ତ୍ତୃହରି ମହତାବ, କାଲି ବିଜେଡିରୁ ଦେଇଥିଲେ ଇସ୍ତଫା
ଓଡ଼ିଶା ଭାସ୍କର: ସାମ୍ବାଦିକତା ଓ ରାଜନୀତିରେ ଭଲ ଦକ୍ଷତା ରଖିଥିବା ୬୭ ବର୍ଷୀୟ ଭର୍ତ୍ତୃହରି ମହତାବ ଏଥରକୁ ମିଶାଇଲେ ୬ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ପାଇଁ ୧୯୯୮ରେ ସେ କଟକରୁ ସାଂସଦ ହୋଇଥିଲେ।…