ମୁଖ୍ଯମନ୍ତ୍ରୀଙ୍କୁ ପତ୍ରରେ କଣ ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ; ଓଡିଶା ଚାଷୀଙ୍କୁ ନେଇ କହିଲେ ବଡ଼ କଥା…
ଭୁବନେଶ୍ବର: ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ ତଦ୍ଜନିତ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ଦୁଃଖର ସହ ମୁଁ ଆପଣଙ୍କ ଦୃଷ୍ଟି ଆକର୍ଷଣ କରୁଛି। କୃଷି ହେଉଛି ଓଡିଶାର…
