ଜାତୀୟ ଯୁବ ଦିବସ: କ୍ରାନ୍ତିକାରୀ ଫାଉଣ୍ଡେସନ ପକ୍ଷରୁ ଅନୁଷ୍ଠିତ ହେଲା ‘ଓଡ଼ିଶା ୟୁଥ୍ କନ୍କ୍ଲେଭ-୨୦୨୫’
ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମଜୟନ୍ତୀ ତଥା ଜାତୀୟ ଯୁବ ଦିବସ ଅବସରରେ ସ୍ୱେଚ୍ଛାସେବୀ ସାମାଜିକ ଅନୁଷ୍ଠାନ କ୍ରାନ୍ତିକାରୀ ଫାଉଣ୍ଡେସନ ପକ୍ଷରୁ ରବିବାର ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ‘ଓଡ଼ିଶା ୟୁଥ୍…
