Browsing Tag

NIA branch to open in Bhubaneswar

ଭୁବନେଶ୍ୱରରେ ଖୋଲିବ ଜାତୀୟ ତଦନ୍ତକାରୀ ସଂସ୍ଥାର ଶାଖା

ଭୁବନେଶ୍ୱର: ଏକ ବଡ଼ ଖବର। ଭୁବନେଶ୍ୱରରେ ଜାତୀୟ ତଦନ୍ତକାରୀ ସଂସ୍ଥାର ଶାଖା ଖୋଲିବ। ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି। ଭିଏସଏସ ନଗରରରେ ପ୍ରାରମ୍ଭିକ ଭାବେ ଏନଆଇଏର ଶାଖା କାର୍ଯ୍ୟ କରିବ…