ଆଜି ଓଡ଼ିଶା ଆସିବେନି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ: ଗସ୍ତ ବାତିଲ ନେଇ ସୂଚନା
ଓଡ଼ିଶା ଭାସ୍କର: ଆଗକୁ ୨୦୨୪ ସାଧାରଣ ନିର୍ବାଚନ ରହିଥିବା ବେଳେ ରାଜ୍ୟ ରାଜନୀତି ଏବେ ପୁରା ସରଗରମ। ଗୋଟିଏ ପଟେ ଶାସକ ବିଜେଡି ପୁଣିଥରେ କ୍ଷମତାକୁ ଆସିବା ନେଇ ଦମ୍ଭୋକ୍ତି ରଖୁଥିବା ବେଳେ ଅନ୍ୟପଟେ ସରକାର ଗଢିବା ଆଶା…
