Breaking News ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି Manas Pradhan May 13, 2022 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିଥିବା ଆସନ ପାଇଁ ଉପନିର୍ବାଚନ ହେବ । ଉପନିର୍ବାଚନ ପାଇଁ ଆସନ୍ତା ୨୬ ତାରିଖରୁ ଜୁନ୍ ୨ ତାରିଖ…