ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆରମ୍ଭ ହେଲା ନାମାଙ୍କନ
ନୂଆଦିଲ୍ଲୀ: ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ସରିବା ପରେ ଏବେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହୋଇଛି ବିଜ୍ଞପ୍ତି । ବିଜ୍ଞପ୍ତି ଅନୂଯାୟୀ ୬ ଅଗଷ୍ଟରେ ହେବ ଉପରାଷ୍ଟ୍ରପତି ନିର୍ବାଚନ ।…
