ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ, ଚେନ୍ନାଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ
ଭୁବନେଶ୍ୱର: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଅଶଙ୍କ ପରଲୋକ ଘଟିଥିବା ସୂଚନା ।
ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେବା ସମୟରେ…

