ଓଡ଼ିଶା ପାଇଁ ଗର୍ବ, ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିରେ ଚମକିଲେ ଓଡ଼ିଆ ପୁଅ
ନୂଆଦିଲ୍ଲୀ: ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତିକୁ ମଦର୍ ଅଫ୍ ଅଲ୍ ଡିଲ୍କୁ କୁହାଯାଉଛି। ତେବେ…
