କୃଷି ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ପୁରସ୍କାର, ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ ହୋଇଥିଲା ଓଡ଼ିଶା । କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ ପୁରସ୍କାର ମିଳିଥିଲା । ଆଜି ପୁରସ୍କାରକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଛନ୍ତି…
