‘ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର, ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ କରାଯିବ ଅନୁରୋଧ’
ପୁରୀ: ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । “ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହବନି । ଏନେଇ ସରକାର ବ୍ୟବସ୍ଥା…
