ଓଡ଼ିଶା ରାଜ୍ୟ ବିହନ ନିଗମ ଲିଃ ପକ୍ଷରୁ ବାହାରିଲା ଅନେକ ପଦବୀ: ବେକାରୀଙ୍କ ପାଇଁ ଆସିଗଲା ବଢ଼ିଆ ସୁଯୋଗ
ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଖୁସି ଖବର । ଓଡ଼ିଶା ରାଜ୍ୟ ବିହନ ନିଗମ ଲିଃ (ଓଏସଏସସିଏଲ) ପକ୍ଷରୁ ଅନେକ ପଦବୀ ପାଇଁ ବିଜ୍ଞାପନ ବାହାରିଛି । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ…