ଖୁସି ଖବର: 75 ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଆସିବ 10 ହଜାର, ଏହି ଦିନ ଟଙ୍କା ଟ୍ରାନ୍ସଫର କରିବେ ପ୍ରଧାନମନ୍ତ୍ରୀ
ବିହାର: ମହିଳାଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ଏବଂ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସରକାର ଏକ ମହତ୍ୱାକାଂକ୍ଷୀ ପଦକ୍ଷେପ ନେଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ମହିଳା ନିଯୁକ୍ତି ଯୋଜନା ଅଧୀନରେ, ପ୍ରତ୍ୟେକ…

