Breaking News ଭିଜିଲାନ୍ସ ଜାଲରେ ପୋଲିସ ASI Manas Pradhan Sep 27, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଣେ ପୋଲିସ ଏଏସଆଇ । ଜାମିନ ପାଇଁ ସହଯୋଗ କରିବାକୁ ୨ ହଜାର ଟଙ୍କା ଲାଞ୍ଚ ମାଗି ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।…