Breaking News ବଡ଼ ଖବର: BDOଙ୍କ ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ Manas Pradhan Jan 11, 2024 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସିଛି ଏକ ବଡ଼ ଖବର । ରାଜ୍ୟର ଜଣେ ଉଚ୍ଚପଦସ୍ଥ ପ୍ରଶାସନିକ ଅଧିକାରୀଙ୍କ ମୃତଦେହ ଠାବ ହୋଇଛି । ଜଣେ ବିଡିଓଙ୍କ ମୃତ୍ୟୁକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ବାଲେଶ୍ୱର ଜିଲ୍ଲା…