ରାଜ୍ୟରେ ସୃଷ୍ଟିହେବ ୧୦ ହଜାର ନିଯୁକ୍ତି; ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ…
ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ଯକ୍ଷତାରେ ୧୪୪ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି…
