ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ: ଡିସେମ୍ବର ସୁଦ୍ଧା ପୂରଣ ହେବ ଦାବି, ରାଜ୍ୟ ସରକାର ଦେଲେ ପ୍ରତିଶ୍ରୁତି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟର ପ୍ରାଥମିକ ଶିକ୍ଷକମାନେ ରାଜ୍ୟ ବିଧାନସଭା ସମ୍ମୁଖରେ ଆନ୍ଦୋଳନରେ ବସିଥିଲେ । ଶିକ୍ଷକ ସଂଘ ଆନ୍ଦୋଳନରେ ସାମିଲ ହେବା ଦ୍ୱାରା ସ୍କୁଲଗୁଡ଼ିକରେ ପାଠପଢ଼ା ବ୍ୟାହତ…

