ସୀମା ଟପିଲା କ୍ରୋଧ, ଗଣିତ ନ ଆସିବାରୁ ମାଡ଼ ମାରି ଛାତ୍ରୀଙ୍କ ଆଖି ନଷ୍ଟ କରିଦେଲେ ଶିକ୍ଷୟିତ୍ରୀ
ଭୁବନେଶ୍ବର: 4ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଶିକ୍ଷୟତ୍ରୀ । ଗଣିତ ଆସିଲାନି ବୋଲି ମାଡ଼ ମାରି ଆଖି ଫଟାଇ ଦେଇଥିବା ଅଭିଯୋଗ ହୋଇଛି । ଖଣ୍ଡଗିରି ଥାନା ଅଞ୍ଚଳ ଏକ ବିଦ୍ୟାଳୟରେ ଛାତ୍ରୀଙ୍କୁ…

