ଆସିଲା ଦୁଃଖ ଖବର: ଜଣାଶୁଣା ଅଭିନେତ୍ରୀ ସୁଚନ୍ଦ୍ରା ଦାସଗୁପ୍ତାଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ
ନୂଆଦିଲ୍ଲୀ: ମନୋରଞ୍ଜନ ଧର୍ମୀ ଦୁନିଆରୁ ଆସିଛି ଏକ ଦୁଃଖ ଖବର । ଜଣାଶୁଣା ବଙ୍ଗାଳି ଅଭିନେତ୍ରୀ ସୁଚନ୍ଦ୍ରା ଦାସଗୁପ୍ତାଙ୍କ ଆଉ ନାହାନ୍ତି । ଏକ ସଡ଼କ ଦୁର୍ଘଟଣାରେ ସୁଚନ୍ଦ୍ରାଙ୍କର ମୃତ୍ୟୁ ଘଟିଛି । ଅଭିନେତ୍ରୀଙ୍କର…

