Breaking News ୫ ଶହ ତଳକୁ ଖସିଲା କରୋନା: ଆଜି ଚିହ୍ନଟ ହେଲେ ୪୬୭ ପଜିଟିଭ୍, ୩ ମୃତ Manas Pradhan Oct 22, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…