ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସରେ ୧୦୮ ଆମ୍ବୁଲାନ୍ସ ଦ୍ୱାରା ଜରୁରୀକାଳୀନ ପରିସ୍ଥିତିରେ ପ୍ରଥମ ପ୍ରତିକ୍ରିୟାକାରୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…
ଭୁବନେଶ୍ୱର: ୨୦୨୫ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଅବସରରେ ୧୦୮ ଆମ୍ବୁଲାନ୍ସ ଟିମ ଭୁବନେଶ୍ୱରର 'ବାୟୁସେନା ଚୟନ କେନ୍ଦ୍ର'ରେ ଏକ ଜରୁରୀକାଳୀନ ପ୍ରଥମ ପ୍ରତିକ୍ରିୟାକାରୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି…

