ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେବେ ସୁଜିତ କୁମାର!
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟସଭା ଉପନିର୍ବାଚନ ପାଇଁ ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ରହିଥିବା ବେଳେ ଅନ୍ୟ କୌଣସି ଦଳ ପକ୍ଷରୁ ନାମାଙ୍କନ ପତ୍ର…
