ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି ଅଳକା-ରାଧାରାଣୀ-କିଶୋର: BJD-BJP-Congress, କେଉଁ ଦଳର ପ୍ରାର୍ଥୀଙ୍କୁ ଆପଣ ଭୋଟଦେଇ ଜିତାଇବେ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଏବେ ଚଳଚଞ୍ଚଳ ହୋଇ ଉଠିଛି । ଇତିମଧ୍ୟରେ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ସେମାନଙ୍କର ପ୍ରାର୍ଥୀଙ୍କ ନାମ ଘୋଷଣା…
