fbpx
BJD SKY
BJD SKY

ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନ୍ସଲଟାଣ୍ଟ

BJD

କେନ୍ଦୁଝର(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଛନ୍ତି ଟେକନିକାଲ କନ୍ସଲଟାଣ୍ଟ । କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ୍ ଟେକନିକାଲ କନ୍ସଲଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟେକ୍ନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତଙ୍କ ଘରେ ଚଢ଼ାଉ ହୋଇଛି । ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ କରିଛି । ବାସଭବନ, ପୈତୃକ ଘର, ଶ୍ୱଶୁର ଘର ଓ ଯୋଡା ଅଫିସରେ ରେଡ୍ ହୋଇଥିବା ଜଣାପଡିଛି । ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ ଚାଲିଛି ।

Get real time updates directly on you device, subscribe now.