fbpx

ରସାୟନ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର; ମିଳିତ ଭାବରେ ଏହି ଦୁଇ ବୈଜ୍ଞାନିକଙ୍କ ନାମ ଘୋଷଣା

ନୂଆଦିଲ୍ଲୀ: ନୋବେଲ କମିଟି ପକ୍ଷରୁ ବୁଧବାର ପ୍ରକାଶ ପାଇଛି ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ବିଜେତାଙ୍କ ନାମ । ଦୁଇ ଜଣ ରସାୟନ ବିଜ୍ଞାନୀଙ୍କୁ ମିଳିତ ଭାବରେ ଏହି ପୁରସ୍କାର ପ୍ରଦାନ କରାଯାଉଛି । ବେଞ୍ଜାମିନ ଲିଷ୍ଟ ଓ ଡେଭିଡ୍ ମ୍ୟାକମିଲାନଙ୍କୁ ମିଳିତ ଭାବରେ ଏହି ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି କୁହାଯାଇଛି । ଆସିମେଟ୍ରିକ୍ ଅର୍ଗାନୋକାଟାଲିସିସ ପାଇଁ ଏହି ଏହି ଦୁଇ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.