fbpx

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ମେରିଟ୍‌ ଲିଷ୍ଟ ଅନୁସାରେ ଦିଆଯିବ ନିଯୁକ୍ତି

Advertisement

କଟକ: (ଓଡ଼ିଶା ଭାସ୍କର) ହାଇକୋର୍ଟରେ କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଆଜି ହାଇକୋର୍ଟ ଶୁଣାଣି କରିଛନ୍ତି । ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି ହୋଇଥିବା ନେଇ ପୂର୍ବରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା ।

OSEPAର ମେରିଟ୍‌ ଲିଷ୍ଟକୁ କାଏମ ରଖିଲେ ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କଲେ ଡିଭିଜନ ବେଞ୍ଚ । ମେରିଟ ଲିଷ୍ଟ ଅନୁସାରେ ପ୍ରିଫରେନ୍ସକୁ ଗୁରୁତ୍ବ ଦେଇ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି ।

Get real time updates directly on you device, subscribe now.