fbpx

ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ

AAKASH

କଟକ, ୧୯ା୪(ଓଡ଼ିଶା ଭାସ୍କର): ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍ । ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏନେଇ ସୁପାରିସ୍ ହୋଇଛି । ଜଷ୍ଟିସ ରଫିକ ବତ୍ତର୍ମାନ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

Get real time updates directly on you device, subscribe now.