fbpx

କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ ।୩(ଓଡିଶା ଭାସ୍କର): ଜନତା କର୍ଫ୍ୟୁକୁ ସମର୍ଥନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ଥାଳି ବଜାଇ ସେ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି । ଦେଶର ଲକ୍ଷ ଲକ୍ଷ ଆଗ ଧାଡିର ଯୋଦ୍ଧାଙ୍କୁ ଗଭୀର କୃତଜ୍ଞତା ଜଣଇଛନ୍ତି ନବୀନ । ଏହା ସହ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଓ ବିଭିନ୍ନ ନେତା, ଜନସାଧାରଣ ଏହାକୁ ସମର୍ଥନ କରିଛନ୍ତି ।

Get real time updates directly on you device, subscribe now.