fbpx

ଆକାଶ ମାର୍ଗରୁ ବନ୍ୟା ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ଆଜି ଆକାଶ ମାର୍ଗରୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ବନ୍ୟା ଅଞ୍ଚଳ ସ୍ଥିତିି ଦେଖିଛନ୍ତି । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ସେ ଆଲୋଚନା କରିବେ । ଏହାସହ କ୍ଷତିପୂରଣ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ରହିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି । ଏହି ବନ୍ୟାରେ ବହୁତ କ୍ଷୟକ୍ଷତି ଘଟିିଥିବା ସୂଚନା ରହିଛି । ତେଣୁ ଆଜି ମୁଖ୍ୟମନ୍ତ୍ରୀ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି ।

Get real time updates directly on you device, subscribe now.